Numbers 15:5 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ଥର ତୁମ୍ଭେ ଏକ ମଷେବତ୍ସ ହାମାେର୍ଥକ ବଳି ଓ ହିନର ଏକ ତରୁର୍ଥାଂଶ ଦ୍ରାକ୍ଷାରସର ପଯେ ନବୈେଦ୍ଯ ପ୍ରସ୍ତୁତ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଥର ତୁମ୍ଭେ ଏକ ମେଷବତ୍ସ ହୋମାର୍ଥକ ବଳି ଓ ହିନର ଏକ ତରୁର୍ଥାଂଶ ଦ୍ରାକ୍ଷାରସର ପେୟନୈବେଦ୍ୟ ପ୍ରସ୍ତୁତ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।