Numbers 15:6 — Compare Translations
5 translations compared side by side
Odia - 1840
"ଆଉ ଏକ ମଷେ ନିମନ୍ତେ ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଏକ ହିନର ଏକ ତୃତୀଯାଂଶ ତୈଳ ରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନବୈେଦ୍ଯ ପ୍ରସ୍ତୁତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନ୍ର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଏକ ମେଷ ନିମନ୍ତେ ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ଏକ ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,
Odia IRV 2017 (ଓଡିଆ ବାଇବେଲ)
ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,