Numbers 15:7 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭେ ପଯେ ନବୈେଦ୍ଯ ନିମନ୍ତେ ହିନର ଏକ ତୃତୀଯାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ। ଏହିସବୁ ସଦାପ୍ରଭୁଙ୍କ ମଙ୍ଗଳାର୍ଥକ ଉପହାର ନିମନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ପେୟନୈବେଦ୍ୟ ନିମନ୍ତେ ଏକ ହିନ୍ର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେ ପେୟନୈବେଦ୍ୟ ନିମନ୍ତେ ହିନର ଏକ ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ। ଏହିସବୁ ସଦାପ୍ରଭୁଙ୍କ ମଙ୍ଗଳାର୍ଥକ ଉପହାର ନିମନ୍ତେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ପେୟ-ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ପେୟ ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।