Numbers 15:8 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ହାମବେଳି ନିମନ୍ତେ ଅବା ମାନସିକ ପୂରଣାର୍ଥକ ବଳି ନିମନ୍ତେ କିମ୍ବା ମଗଂଳାର୍ଥକ ଉପହାର ନିମନ୍ତେ ଯବେେ ଗୋବତ୍ସ ଉତ୍ସର୍ଗ କର,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯେବେ ଗୋବତ୍ସ ପ୍ରସ୍ତୁତ କରିବ,
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଅବା ମାନସିକ ପୂରଣାର୍ଥକ ବଳି ନିମନ୍ତେ କିମ୍ବା ମଙ୍ଗଳାର୍ଥକ ଉପହାର ନିମନ୍ତେ ଯେବେ ଗୋବତ୍ସ ଉତ୍ସର୍ଗ କର,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,