Numbers 15:9 — Compare Translations

5 translations compared side by side

Odia - 1840
"ତବେେ ସହେି ଗୋବତ୍ସ ସହିତ ଅର୍ଦ୍ଧହିନ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଶସ୍ଯ ନବୈେଦ୍ଯ ଆଣିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହିନ୍ ତୈଳମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହିନ ତୈଳମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଶସ୍ୟ ନୈବେଦ୍ୟ ଆଣିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ।