Numbers 16:1 — Compare Translations
5 translations compared side by side
Odia - 1840
"ଲବେୀୟ ଏକ ବଂଶଧର କୋରହ, କୋରହ ୟିଷହରର ପୁତ୍ର, ତା'ର ପିତା କହାତ ଏବଂ ରୂବନରେ ତିନିଜଣ ମଧ୍ଯରୁ ଦାଥନ ଓ ଅବୀରାମ, ଇଲିଯାବର ଦୁଇ ପୁତ୍ର ପଲତରେ ପୁତ୍ର ଓନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍ହରର ପୁତ୍ର କୋରହ, ପୁଣି ରୁବେନର ସନ୍ତାନଗଣ ମଧ୍ୟରୁ ଇଲୀୟାବର ପୁତ୍ର ଦାଥନ୍ ଓ ଅବୀରାମ ଓ ପେଲତର ପୁତ୍ର ଓନ୍, ଦଳ ବାନ୍ଧିଲେ;
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଅଧିପତି ମୋଶାଙ୍କ ବିପକ୍ଷ ହୁଅନ୍ତି ଲେବୀର ଏକ ବଂଶଧର କୋରହ, କୋରହ ଯିଷ୍ହରର ପୁତ୍ର, ତା’ର ପିତା କହାତ ଏବଂ ରୁବେନ୍ର ତିନି ଜଣ ମଧ୍ୟରୁ ଦାଥନ ଓ ଅବୀରାମ, ଇଲିୟାବର ଦୁଇ ପୁତ୍ର ପେଲତର ପୁତ୍ର ଓନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍ହରର ପୁତ୍ର କୋରହ, ପୁଣି, ରୁବେନ୍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍ର ପୁତ୍ର ଦାଥନ, ଅବୀରାମ ଓ ପେଲତ୍ର ପୁତ୍ର ଓନ୍, ଦଳ ବାନ୍ଧିଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍ହରର ପୁତ୍ର କୋରହ, ପୁଣି, ରୁବେନ୍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍ର ପୁତ୍ର ଦାଥନ, ଅବୀରାମ୍ ଓ ପେଲତ୍ର ପୁତ୍ର ଓନ୍, ଦଳ ବାନ୍ଧିଲେ;