Numbers 16:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭଙ୍କୁ ଓ ତୁମ୍ଭର ସମସ୍ତ ଲବେୀ ସନ୍ତାନଗଣଙ୍କୁ ସାହାୟ୍ଯ କରିବାକୁ ତାଙ୍କର ନିକଟବର୍ତ୍ତୀ କରିଅଛନ୍ତି। ଏହା କ'ଣ ତୁମ୍ଭମାନଙ୍କ ପକ୍ଷ ରେ କ୍ଷୁଦ୍ର କଥା? ଆଉ ତୁମ୍ଭମାନେେ ଯାଜକ ହବୋକୁ ଚେଷ୍ଟା କରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ? ଆହୁରି କି ତୁମ୍ଭେମାନେ ଯାଜକତ୍ଵର ଚେଷ୍ଟା କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭଙ୍କୁ ଓ ତୁମ୍ଭର ସମସ୍ତ ଲେବୀ ସନ୍ତାନଗଣଙ୍କୁ ସାହାଯ୍ୟ କରିବାକୁ ତାଙ୍କର ନିକଟବର୍ତ୍ତୀ କରିଅଛନ୍ତି। ଏହା କ’ଣ ତୁମ୍ଭମାନଙ୍କ ପକ୍ଷରେ କ୍ଷୁଦ୍ର କଥା? ଆଉ ତୁମ୍ଭେମାନେ ଯାଜକ ହେବାକୁ ଚେଷ୍ଟା କରୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ? ଆହୁରି କି ତୁମ୍ଭେମାନେ ଯାଜକତ୍ୱର ଚେଷ୍ଟା କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ? ଆହୁରି କି ତୁମ୍ଭେମାନେ ଯାଜକତ୍ୱର ଚେଷ୍ଟା କରୁଅଛ?