Numbers 16:11 — Compare Translations

5 translations compared side by side

Odia - 1840
"ତୁମ୍ଭେ ଓ ତୁମ୍ଭର ଅନୁଗାମୀଗଣ ଦଳ ବାନ୍ଧି ସଦାପ୍ରଭୁଙ୍କ ବିରୁଦ୍ଧ ରେ ୟାଇଅଛ। ହାରୋଣ କିଛି ଅବିଧି କରିନାହାଁନ୍ତି। ମାତ୍ର ତୁମ୍ଭମାନେେ ତାଙ୍କର ବିପକ୍ଷ ରେ ଅଭିଯୋଗ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଓ ତୁମ୍ଭର ଅନୁଗାମୀଗଣ ଦଳ ବାନ୍ଧି ସଦାପ୍ରଭୁଙ୍କ ବିରୁଦ୍ଧରେ ଯାଇଅଛ। ହାରୋଣ କିଛି ଅବିଧି କରି ନାହାନ୍ତି। ମାତ୍ର ତୁମ୍ଭେମାନେ ତାଙ୍କର ବିପକ୍ଷରେ ଅଭିଯୋଗ କରିଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?