Numbers 16:12 — Compare Translations

5 translations compared side by side

Odia - 1840
"ତା'ପରେ ମାଶାେ ଇଲୀଯାବର ପୁତ୍ର ଦାଥନକୁ ଓ ଅବୀରାମକୁ ଡାକିବାକୁ ଲୋକ ପଠାଇଲେ; ମାତ୍ର ସମାନେେ କହିଲେ, ଆମ୍ଭମାନେେ ୟିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଇଲୀୟାବର ପୁତ୍ର ଦାଥନକୁ ଓ ଅବୀରାମକୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ଯିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା ଇଲୀୟାବର ପୁତ୍ର ଦାଥନକୁ ଓ ଅବୀରାମକୁ ଡାକିବାକୁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ଇଲୀୟାବ୍‍ର ପୁତ୍ର ଦାଥନକୁ ଓ ଅବୀରାମଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ଇଲୀୟାବ୍‍ର ପୁତ୍ର ଦାଥନକୁ ଓ ଅବୀରାମ୍‍କୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।