Numbers 16:13 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତର ରେ ମାରିବାକୁ ଆଣିଅଛ। ଏହା କ'ଣ କ୍ଷୁଦ୍ର ବିଷଯ? ଆହୁରି ତୁମ୍ଭେ ନିଜକୁ ଆମ୍ଭମାନଙ୍କ ଉପରେ ଶାସକ ହବୋକୁ ଚାହୁଁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ। ଏହା କ’ଣ କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ନିଜକୁ ଆମ୍ଭମାନଙ୍କ ଉପରେ ଶାସକ ହେବାକୁ ଗ୍ଭହୁଁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।