Numbers 16:14 — Compare Translations

5 translations compared side by side

Odia - 1840
"ଆମ୍ଭେ କାହିଁକି ତୁମ୍ଭକୁ ମାନିବୁ? ତୁମ୍ଭେତ ଆମ୍ଭମାନଙ୍କୁ ଦୁଗ୍ଧମଧୁ ପ୍ରବାହୀ ଦେଶକୁ ଆଣି ନାହଁ? ତୁମ୍ଭେ ତ ଆମ୍ଭମାନଙ୍କୁ ଏକ ଉର୍ବର ଅଞ୍ଚଳକୁ ଆଣି ନାହିଁ, ଯେଉଁଠା ରେ ଆମ୍ଭମାନେେ ଶସ୍ଯ କ୍ଷେତ୍ର ଓ ଦ୍ରାକ୍ଷା କ୍ଷେତ୍ରର ଅଧିକାର ପାଇବୁ। ତୁମ୍ଭେ ଏହି ମନୁଷ୍ଯମାନଙ୍କୁ ଠକିବ କି? ନା ଆମ୍ଭମାନେେ ଯାଉ ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଛଡ଼ା ତୁମ୍ଭେ ଦୁଗ୍ଧମଧୁପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏସମସ୍ତ ଲୋକଙ୍କର ଆକ୍ଷି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ କାହିଁକି ତୁମ୍ଭକୁ ମାନିବୁ? ତୁମ୍ଭେତ ଆମ୍ଭମାନଙ୍କୁ ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ଆଣି ନାହଁ, ତୁମ୍ଭେ ତ ଆମ୍ଭମାନଙ୍କୁ ଏକ ଉର୍ବର ଅଞ୍ଚଳକୁ ଆଣି ନାହିଁ, ଯେଉଁଠାରେ ଆମ୍ଭେମାନେ ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର‌ର ଅଧିକାର ପାଇବୁ। ତୁମ୍ଭେ ଏହି ମନୁଷ୍ୟମାନଙ୍କୁ ଠକିବ କି? ନା ଆମ୍ଭେମାନେ ଯାଉ ନାହୁଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ।”