Numbers 16:15 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ଅତ୍ଯନ୍ତ କୋରଧାନ୍ବିତ ହେଲେ, ସେ ସଦାପ୍ରଭୁଙ୍କୁ କହିଲେ, ମୁଁ ଏହି ଲୋକମାନଙ୍କର କିଛି କ୍ଷତି କରିନାହିଁ, ମୁଁ ସମାନଙ୍କେଠାରୁ ଗୋଟିଏ ଗଧ ମଧ୍ଯ ନଇନୋହିଁ। ତେଣୁ ତୁମ୍ଭେ ଏମାନଙ୍କର ନବୈେଦ୍ଯ ଗ୍ରହଣ କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଅତିଶୟ ଜ୍ଵଳି ଉଠିଲେ, ପୁଣି ସେ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଅତ୍ୟନ୍ତ କ୍ରୋଧାନ୍ୱିତ ହେଲେ, ସେ ସଦାପ୍ରଭୁଙ୍କୁ କହିଲେ, “ମୁଁ ଏହି ଲୋକମାନଙ୍କର କିଛି କ୍ଷତି କରି ନାହିଁ, ମୁଁ ସେମାନଙ୍କଠାରୁ ଗୋଟିଏ ଗଧ ମଧ୍ୟ ନେଇ ନାହିଁ। ତେଣୁ ତୁମ୍ଭେ ଏମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”