Numbers 16:17 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକ ନିଜନିଜ ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଦିଅ। ପୁଣି ସମାନଙ୍କେୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣ। ପ୍ରେତ୍ୟକକ 250 ପୁରୁଷ ଏହା କରିବା ଉଚିତ୍। ତୁମ୍ଭେ ଏବଂ ହାରୋଣ ପ୍ରେତ୍ୟକକ ଗୋଟିଏ ଗୋଟିଏ ଅଙ୍ଗାରଧାନୀ ଆଣିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ନିଜ ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଦିଅ। ପୁଣି ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣ। ପ୍ରତ୍ୟେକ 250 ପୁରୁଷ ଏହା କରିବା ଉଚିତ୍। ତୁମ୍ଭେ ଏବଂ ହାରୋଣ ପ୍ରତ୍ୟେକ ଗୋଟିଏ ଗୋଟିଏ ଅଙ୍ଗାରଧାନୀ ଆଣିବା ଉଚିତ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି, ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି, ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ।