Numbers 16:18 — Compare Translations

5 translations compared side by side

Odia - 1840
"ତେଣୁ ସମାନେେ ପ୍ରେତ୍ୟକକ ନିଜନିଜ ବିଶଷେ ଅଙ୍ଗାରଧାନୀ ନଇେ ତହିଁରେ ଅଗ୍ନି ଦେଲେ। ପୁଣି ତାହା ଉପରେ ଧୂପ ଥୋଇ ମାଶାେ ଓ ହାରୋଣଙ୍କ ସହିତ ସମାଗମ ତମ୍ବୁ ନିକଟରେ ଠିଆ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ଵୁ ଦ୍ଵାର ନିକଟରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ପ୍ରତ୍ୟେକ ନିଜ ନିଜ ବିଶେଷ ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ। ପୁଣି ତାହା ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ନିକଟରେ ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।