Numbers 16:19 — Compare Translations

5 translations compared side by side

Odia - 1840
"ପୁଣି କୋରହ ସମସ୍ତ ମଣ୍ତଳୀକି ଏକତ୍ରିତ କରି ସମାଗମ ତମ୍ବୁଦ୍ବାର ନିକଟରେ ସମାନଙ୍କେ ପ୍ରତିକୂଳ ରେ ଉପସ୍ଥିତ ହେଲେ, ସେତବେେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ମହିମା ଆର୍ବିଭାବ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କୋରହ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ତଳୀକି ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି କୋରହ ସମସ୍ତ ମଣ୍ତଳୀକି ଏକତ୍ରିତ କରି ସମାଗମ-ତମ୍ବୁଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ଉପସ୍ଥିତ ହେଲେ, ସେତେବେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ମହିମା ଆବିର୍ଭାବ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।