Numbers 16:2 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନଙ୍କର 250 ଜଣ ନତେୃର୍ବଗ ମାଶାଙ୍କେ ବିରୁଦ୍ଧ ରେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମ; ଓ ସମାଜକୁ ଆହୂତ ମଣ୍ତଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ସାକ୍ଷାତରେ ଉଠିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନଙ୍କର 250 ଜଣ ନେତୃର୍ବଗ ମୋଶାଙ୍କ ବିରୁଦ୍ଧରେ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ।