Numbers 16:22 — Compare Translations

5 translations compared side by side

Odia - 1840
"ତହୁଁ ସମାନେେ ମୁହଁ ମାଡି ପଡି କହିଲେ, ହେ ପରମେଶ୍ବର, ତୁମ୍ଭେ ଜାଣ ସମସ୍ତ ଲୋକମାନେ କଣ ଚିନ୍ତା କରୁଛନ୍ତି, ଯଦି ମଣ୍ତଳିର କହେି ପାପ କରେ, ସମସ୍ତ ମଣ୍ତଳିକୁ ଉତ୍ପିଡୀନ କରିବା ଉଚିତ୍ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, ହେ ପରମେଶ୍ଵର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ଵର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ତଳୀ ଉପରେ କୋପାନ୍ଵିତ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ତୁମ୍ଭେ ଜାଣ ସମସ୍ତ ଲୋକମାନେ କ’ଣ ଚିନ୍ତା କରୁଛନ୍ତି, ଯଦି ମଣ୍ତଳୀର କେହି ପାପ କରେ, ସମସ୍ତ ମଣ୍ତଳୀକୁ ଉତ୍ପିଡ଼ୀନ କରିବା ଉଚିତ୍ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”