Numbers 16:24 — Compare Translations
5 translations compared side by side
Odia - 1840
"ତୁମ୍ଭେ ମଣ୍ତଳୀକୁ କୁହ, କୋରହ, ଦାଥନ ଓ ଅବୀରାମର ତମ୍ବୁଠାରୁ ଚାଲି ୟାଆନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମଣ୍ତଳୀକି କୁହ, ତୁମ୍ଭେମାନେ କୋରହର ଓ ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠି ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ମଣ୍ତଳୀକୁ କୁହ, କୋରହ, ଦାଥନ ଓ ଅବୀରାମର ତମ୍ବୁଠାରୁ ଗ୍ଭଲି ଯାଆନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଯାଅ।’”
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ମଣ୍ଡଳୀକୁ କୁହ, ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମ୍ର ଆବାସ-ଚତୁର୍ଦ୍ଦିଗରୁ ଉଠି ଯାଅ।”