Numbers 16:25 — Compare Translations

5 translations compared side by side

Odia - 1840
"ମାଶାେ ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ। ଇଶ୍ରାୟେଲର ନତେୃବର୍ଗ ସମାନଙ୍କେୁ ଅନୁସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ। ଇସ୍ରାଏଲର ନେତୃବର୍ଗ ସେମାନଙ୍କୁ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍‍ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ୍ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍‍ଗମନ କଲେ।