Numbers 16:26 — Compare Translations
5 translations compared side by side
Odia - 1840
"ତହୁଁ ମାଶାେ ମଣ୍ତଳୀକି କହିଲେ, ବିନଯ କରୁଅଛ ତୁମ୍ଭମାନେେ ଏହି ଦୁଷ୍ଟ ଲୋକମାନଙ୍କ ଛାଉଣୀରୁ ଉଠିୟାଅ ଏବଂ ସମାନଙ୍କେର କିଛି ମାତ୍ର ସ୍ପର୍ଶ କରନାହିଁ। ନଚେତ୍ ତୁମ୍ଭମାନେେ ସମାନଙ୍କେ ପାପ ଲାଗି ବିନଷ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ମଣ୍ତଳୀକି କହିଲେ, ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ଵୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୋଶା ମଣ୍ତଳୀକି କହିଲେ, “ବିନୟ କରୁଅଛି ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ଛାଉଣିରୁ ଉଠିଯାଅ ଏବଂ ସେମାନଙ୍କର କିଛି ମାତ୍ର ସ୍ପର୍ଶ କର ନାହିଁ। ନଚେତ୍ ତୁମ୍ଭେମାନେ ସେମାନଙ୍କ ପାପ ଲାଗି ବିନଷ୍ଟ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠିଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”