Numbers 16:27 — Compare Translations
5 translations compared side by side
Odia - 1840
"ଏଥି ରେ ଲୋକମାନେ କୋରହ, ଦାଥନ ଓ ଅବୀରାମର ପବିତ୍ର ତମ୍ବୁ ଠାରୁ ଚାଲିଗଲେ। ଦାଥନ ଓ ଅବୀରାମ ବାହାରକୁ ଆସି ନିଜ ନିଜ ସ୍ତ୍ରୀ, ପୁତ୍ର ଓ ପାଲାମାନଙ୍କ ସହିତ ନିଜ ନିଜ ତମ୍ବୁର ଫାଟକରେ ଠିଆ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ କୋରହର ଓ ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ; ପୁଣି ଦାଥନ ଓ ଅବୀରାମ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ଵୁଦ୍ଵାରରେ ଠିଆ ହୋଇ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଲୋକମାନେ କୋରହ, ଦାଥନ ଓ ଅବୀରାମର ପବିତ୍ର ତମ୍ବୁଠାରୁ ଗ୍ଭଲିଗଲେ। ଦାଥନ ଓ ଅବୀରାମ ବାହାରକୁ ଆସି ନିଜ ନିଜ ସ୍ତ୍ରୀ, ପୁତ୍ର ଓ ପିଲାମାନଙ୍କ ସହିତ ନିଜ ନିଜ ତମ୍ବୁର ଫାଟକରେ ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ ପୁଣି, ଦାଥନ ଓ ଅବୀରାମ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ କୋରହର, ଦାଥନର ଓ ଅବୀରାମ୍ର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ ପୁଣି, ଦାଥନ ଓ ଅବୀରାମ୍ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ବୁଦ୍ୱାରରେ ଠିଆ ହୋଇ ରହିଲେ।