Numbers 16:28 — Compare Translations
5 translations compared side by side
Odia - 1840
"ତା'ପରେ ମାଶାେ କହିଲେ, ମୁଁ ତୁମ୍ଭମାନଙ୍କୁ ପ୍ରମାଣ ଦବେି ଯେ ସଦାପ୍ରଭୁ ମାେତେ ଏସବୁ କରିବା ପାଇଁ ପଠାଇ ଅଛନ୍ତି, ମୁଁ ନିଜ ମନରୁ କିଛି କରୁନାହିଁ ବୋଲି ତୁମ୍ଭମାନେେ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା କହିଲେ, ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହା ସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା କହିଲେ, “ମୁଁ ତୁମ୍ଭମାନଙ୍କୁ ପ୍ରମାଣ ଦେବି ଯେ ସଦାପ୍ରଭୁ ମୋତେ ଏସବୁ କରିବା ପାଇଁ ପଠାଇ ଅଛନ୍ତି, ମୁଁ ନିଜ ମନରୁ କିଛି କରୁ ନାହିଁ ବୋଲି ତୁମ୍ଭେମାନେ ଜାଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା କହିଲେ, “ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହାସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା କହିଲେ, “ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହା ସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ।”