Numbers 16:29 — Compare Translations

5 translations compared side by side

Odia - 1840
"ଯଦି ଏହି ଲୋକମାନେ ସ୍ବାଭାବିକ ଭାବରେ ମରନ୍ତି, ତବେେ ବୁଝିବେ ସଦାପ୍ରଭୁ ମାେତେ ପଠାଇନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯେବେ ସମସ୍ତ ଲୋକଙ୍କ ଦଣ୍ତ ଅନୁସାରେ ସେମାନଙ୍କ ଉପରେ ଦଣ୍ତ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଏହି ଲୋକମାନେ ସ୍ୱାଭାବିକ ଭାବରେ ମରନ୍ତି, ତେବେ ବୁଝିବେ ସଦାପ୍ରଭୁ ମୋତେ ପଠାଇନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯଦି ସମସ୍ତ ଲୋକଙ୍କ ଦଣ୍ଡ ଅନୁସାରେ ସେମାନଙ୍କ ଉପରେ ଦଣ୍ଡ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯଦି ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯଦି ସମସ୍ତ ଲୋକଙ୍କ ଦଣ୍ଡ ଅନୁସାରେ ସେମାନଙ୍କ ଉପରେ ଦଣ୍ଡ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି।