Numbers 16:3 — Compare Translations
5 translations compared side by side
Odia - 1840
"ସମାନେେ ଏକତ୍ର ହାଇେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ କହିଲେ, ତୁମ୍ଭମାନେେ ନିଜକୁ ବହୁତ ଗୁରୁତର ଦଖାଇେଲ। ମଣ୍ତଳୀର ପ୍ରେତ୍ୟକକ ବ୍ଯକ୍ତି ପବିତ୍ର ଓ ସଦାପ୍ରଭୁ ସମାନଙ୍କେ ମଧିଅରେ ବାସ କରୁଛନ୍ତି। ତୁମ୍ଭମାନେେ ସଦାପ୍ରଭୁଙ୍କ ମଣ୍ତଳି ଉପରେ କାହିଁକି ପ୍ରଭୁତ୍ବ ଦଖାେଉଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ତଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, କିହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏକତ୍ର ହୋଇ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ କହିଲେ, “ତୁମ୍ଭେମାନେ ନିଜକୁ ବହୁତ ଗୁରୁତର ଦେଖାଇଲ। ମଣ୍ତଳୀର ପ୍ରତ୍ୟେକ ବ୍ୟକ୍ତି ପବିତ୍ର ଓ ସଦାପ୍ରଭୁ ସେମାନଙ୍କ ମଧ୍ୟରେ ବାସ କରୁଛନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କ ମଣ୍ତଳୀ ଉପରେ କାହିଁକି ପ୍ରଭୁତ୍ୱ ଦେଖାଉଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”
Odia IRV 2017 (ଓଡିଆ ବାଇବେଲ)