Numbers 16:30 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁ ଯବେେ କୌଣସି ନୂତନ କର୍ମ କରନ୍ତି, ଆଉ ପୃଥିବୀ ଆପଣା ମୁଖ ବିସ୍ତାର କରି ସମାନଙ୍କେୁ ଓ ସମାନଙ୍କେ ସର୍ବସ୍ବ ଗ୍ରାସ କରେ, ସମାନଙ୍କେୁ ଜିଅନ୍ତା କବର ଦିଅ, ତବେେ ତୁମ୍ଭେ ମା ହୃଦବୋଧ କରିବ ଯେ, ସମାନେେ ସଦାପ୍ରଭୁଙ୍କୁ କଳୁଷିତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଯେବେ କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ଵ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ ଯେବେ କୌଣସି ନୂତନ କର୍ମ କରନ୍ତି, ଆଉ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବଶ୍ୱ ଗ୍ରାସ କରେ, ସେମାନଙ୍କୁ ଜିଅନ୍ତା କବର ଦିଅ, ତେବେ ତୁମ୍ଭେମାନେ ହୃ‌ଦ୍‌ବୋଧ କରିବ ଯେ, ସେମାନେ ସଦାପ୍ରଭୁଙ୍କୁ କଳୁଷିତ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।