Numbers 16:31 — Compare Translations
5 translations compared side by side
Odia - 1840
"ମାଶାେ ତାଙ୍କର ଏହି ବକ୍ତବ୍ଯ ଶଷେ କରିବା ମାତ୍ ରେ ସମାନଙ୍କେ ଅଧଃସ୍ଥ ଭୂମି ଫାଟିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ତାଙ୍କର ଏହି ବକ୍ତବ୍ୟ ଶେଷ କରିବା ମାତ୍ରେ ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;