Numbers 16:32 — Compare Translations

5 translations compared side by side

Odia - 1840
"ପୁଣି ପୃଥିବୀ ଆପଣା ମୁଖ ବିସ୍ତାର କରି ସମାନଙ୍କେୁ ଓ ସମାନଙ୍କେ ପରିବାରକୁ ଆଉ କୋରହର ସପକ୍ଷ ଲୋକଙ୍କୁ ଓ ସମାନଙ୍କେର ସକଳ ସମ୍ପତ୍ତି ଗ୍ରାସ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ପରିଜନଗଣକୁ ଓ କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ପରିବାରକୁ ଆଉ କୋରହର ସପକ୍ଷ ଲୋକଙ୍କୁ ଓ ସେମାନଙ୍କର ସକଳ ସମ୍ପତ୍ତି ଗ୍ରାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।