Numbers 16:33 — Compare Translations
5 translations compared side by side
Odia - 1840
"ଏହିରୂପେ ସମାନେେ ଜିଅନ୍ତା କବର ନେଲେ ଓ ପୃଥିବୀ ସମାନଙ୍କେୁ ଚାପି ଦଲୋ। ଏଥି ରେ ସମାନେେ ମଣ୍ତଳିରୁ ପୋଛି ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ସେମାନେ ଜିଅନ୍ତା କବର ନେଲେ ଓ ପୃଥିବୀ ସେମାନଙ୍କୁ ଗ୍ଭପି ଦେଲା। ଏଥିରେ ସେମାନେ ମଣ୍ତଳୀରୁ ପୋଛି ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ।