Numbers 16:34 — Compare Translations
5 translations compared side by side
Odia - 1840
"ଏଥି ରେ ଇଶ୍ରାୟେଲ ଲୋକମାନେ ସମାନଙ୍କେର କରୁଣ ଚିତ୍କାର ଶୁଣି ଏଣେ ତଣେେ ପଳାଯନ କଲେ। ଆଉ ସମାନେେ କହିଲେ, ପୃଥିବୀ ଆମ୍ଭମାନଙ୍କୁ ମଧ୍ଯ ଗ୍ରାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଇସ୍ରାଏଲ ଲୋକମାନେ ସେମାନଙ୍କର କରୁଣ ଚିତ୍କାର ଶୁଣି ଏଣେ ତେଣେ ପଳାୟନ କଲେ। ଆଉ ସେମାନେ କହିଲେ, “ପୃଥିବୀ ଆମ୍ଭମାନଙ୍କୁ ମଧ୍ୟ ଗ୍ରାସ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, “କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ।