Numbers 16:37 — Compare Translations
5 translations compared side by side
Odia - 1840
"ଯାଜକ ହାରୋଣର ପୁତ୍ର ଇଲୀଯାସରକୁ କୁହ, ସେ ଅଗ୍ନି ମଧ୍ଯରୁ ସହେି ସମସ୍ତ ବିଶଷେ ଅଙ୍ଗାରଧାନୀ ବାହାର କରିଦେଉ। ସେ ପାଉଁଶକୁ ସଠାେରେ ବିଞ୍ଚିଦେଉ। ସମାନେେ ମାେ ବିରୁଦ୍ଧ ରେ ପାପ କରିଥିଲେ, ତେଣୁ ସମାନଙ୍କେର ଜୀବନ ଗଲା। ମାତ୍ର ସହେି ବିଶଷେ ଅଙ୍ଗାରଧାନୀ ଗୁଡିକ ପବିତ୍ର କାରଣ ସଗେୁଡିକ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହିସବୁ ଅଙ୍ଗାରଧାନୀ ବାହାର କରି ନେଉ, ପୁଣି ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହିସବୁ ପବିତ୍ର;
Odia Bible ERV 2004 (ପବିତ୍ର ବାଇବଲ)
“ଯାଜକ ହାରୋଣର ପୁତ୍ର ଇଲୀୟାସରକୁ କୁହ, ସେ ଅଗ୍ନି ମଧ୍ୟରୁ ସେହି ସମସ୍ତ ବିଶେଷ ଅଙ୍ଗାରଧାନୀ ବାହାର କରିଦେଉ। ସେ ପାଉଁଶକୁ ସେଠାରେ ବିଞ୍ଚିଦେଉ। ସେମାନେ ମୋ’ ବିରୁଦ୍ଧରେ ପାପ କରିଥିଲେ, ତେଣୁ ସେମାନଙ୍କର ଜୀବନ ଗଲା। ମାତ୍ର ସେହି ବିଶେଷ ଅଙ୍ଗାରଧାନୀ ଗୁଡ଼ିକ ପବିତ୍ର, କାରଣ ସେଗୁଡ଼ିକ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାଯାଇଥିଲା। ଏଣୁ ସେସବୁକୁ ପିଟାପାତ୍ର କରାଯାଉ ଓ ତାହା ଯଜ୍ଞବେଦିର ଆଚ୍ଛାଦକ ନିମନ୍ତେ ବ୍ୟବହୃତ ହେଉ। ଏହିସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହି ସବୁ ଅଙ୍ଗାରଧାନୀ ବାହାର କରିନେଉ, ପୁଣି, ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହି ସବୁ ପବିତ୍ର;
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହିସବୁ ଅଙ୍ଗାରଧାନୀ ବାହାର କରି ନେଉ, ପୁଣି, ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହିସବୁ ପବିତ୍ର;