Numbers 16:38 — Compare Translations

4 translations compared side by side

Odia - 1840
"ଏଣୁ ସେସବୁକୁ ପିଟାପାତ୍ର କରାଯାଉ ଓ ତାହା ୟଜ୍ଞବଦେୀର ଆଚ୍ଛାଦକ ନିମନ୍ତେ ବ୍ଯବହୃତ ହେଉ। ଏହିସବୁ ଇଶ୍ରାୟେଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ବରୂପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ତଣି ନିମନ୍ତେ ପିଟାପତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନ ସ୍ଵରୂପ ହେବ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନସ୍ୱରୂପ ହେବ।”
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପ- କର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହା ସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ।”