Numbers 16:39 — Compare Translations
5 translations compared side by side
Odia - 1840
"ତେଣୁ ଇଲୀଯାସର ସହେି ଦଗ୍ଧ ଲୋକମାନଙ୍କର କଂସାର ଅଙ୍ଗାରଧାନୀ ଏକତ୍ରିତ କଲା। ସମାନେେ ୟଜ୍ଞବଦେୀର ଧାତୁ ଆଚ୍ଛାଦକ ରୂପେ ଏହାକୁ ପିଟି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ଦଗ୍ଧ ଲୋକମାନେ ଯେ ଯେ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହିସବୁ ନେଲା;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇଲୀୟାସର ସେହି ଦଗ୍ଧ ଲୋକମାନଙ୍କର କଂସାର ଅଙ୍ଗାରଧାନୀ ଏକତ୍ରିତ କଲା। ସେମାନେ ଯଜ୍ଞବେଦିର ଧାତୁ ଆଚ୍ଛାଦକ ରୂପେ ଏହାକୁ ପିଟି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହି ସବୁ ନେଲା;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହିସବୁ ନେଲା;