Numbers 16:4 — Compare Translations
5 translations compared side by side
Odia - 1840
"ତା'ପରେ ମାଶାେ ଏହା ଶୁଣି ନିଜକୁ ନମ୍ର କରି ମୁହଁ ମାଡି ପଡି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ତାହା ଶୁଣି ମୁହଁମାଡ଼ି ପଡ଼ିଲେ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା ଏହା ଶୁଣି ନିଜକୁ ନମ୍ର କରି ମୁହଁ ମାଡ଼ି ପଡ଼ି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ତାହା ଶୁଣି ମୁହଁ ମାଡ଼ି ପଡ଼ିଲେ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ତାହା ଶୁଣି ମୁହଁମାଡ଼ି ପଡ଼ିଲେ;