Numbers 16:40 — Compare Translations

5 translations compared side by side

Odia - 1840
"ଏହି ଧାତୁ ଆଚ୍ଛାଦକ ଇଶ୍ରାୟେଲର ଲୋକମାନଙ୍କୁ ମନେପକାଇ ଦିଏ ଯେ, ହାରୋଣ ପରିବାର ବ୍ଯତୀତ ଅନ୍ୟ କହେି ସଦାପ୍ରଭୁଙ୍କ ସମ୍ମୁଖ ରେ ଧୂପ ଜାଳି ପାରିବେ ନାହିଁ। ଯଦି ଅନ୍ୟ କହେି ଏହି ସବେି କରିବ, ସେ କୋରହଙ୍କୁ ପରିବାରବର୍ଗ ପରି ହବେ ବୋଲି ଯାହା ମାଶାଙ୍କେ ଦ୍ବାରା ସଦାପ୍ରଭୁ ଜଣାଇ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋଶାଙ୍କ ଦ୍ଵାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ତଣି ନିମନ୍ତେ ତାହାସବୁ ପିଟିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଧାତୁ ଆଚ୍ଛାଦକ ଇସ୍ରାଏଲର ଲୋକମାନଙ୍କୁ ମନେପକାଇ ଦିଏ ଯେ, ହାରୋଣଙ୍କ ପରିବାର ବ୍ୟତୀତ ଅନ୍ୟ କେହି ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳି ପାରିବେ ନାହିଁ। ଯଦି ଅନ୍ୟ କେହି ଏହି ସେବା କରିବ, ସେ କୋରହଙ୍କ ପରିବାରବର୍ଗ ପରି ହେବ ବୋଲି ଯାହା ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଜଣାଇ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ-ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।
Odia IRV 2017 (ଓଡିଆ ବାଇବେଲ)
ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।