Numbers 16:41 — Compare Translations

5 translations compared side by side

Odia - 1840
"ତା' ପରଦିନ ଇଶ୍ରାୟେଲ ସମସ୍ତ ଲୋକମାନେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ ଅଭିଯୋଗ କରି କହିଲେ ଯେ, ସମାନେେ ସଦାପ୍ରଭୁଙ୍କ ଲୋକମାନଙ୍କୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ଲୋକମାନଙ୍କୁ ରକ୍ଷା କରନ୍ତି ତା’ ପରଦିନ ଇସ୍ରାଏଲ ସମସ୍ତ ଲୋକମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଅଭିଯୋଗ କରି କହିଲେ ଯେ, “ସେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ହତ୍ୟା କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”
Odia IRV 2017 (ଓଡିଆ ବାଇବେଲ)
ତଥାପି ଆରଦିନ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”