Numbers 16:42 — Compare Translations

5 translations compared side by side

Odia - 1840
"ଯେତବେେଳେ ଲୋକମାନେ ମାଶାେ ଓ ହାରୋଣ ବିରୁଦ୍ଧ ରେ ଏକତ୍ରୀତ ହେଲେ, ସମାନେେ ବୁଲିପଡିଲେ ଓ ସମାଗମ ତମ୍ବୁକୁ ଦେଖିଲେ ଯେ, ତାହା ମେଘ ରେ ଆଛାଦିତ ହାଇେଥିଲା ଏବଂ ସଦାପ୍ରଭୁଙ୍କର ମହୀମା ଦଖାଯାେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସମସ୍ତ ମଣ୍ତଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ବେଳେ ସେମାନେ ସମାଗମ-ତମ୍ଵୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଲୋକମାନେ ମୋଶା ଓ ହାରୋଣ ବିରୁଦ୍ଧରେ ଏକତ୍ରିତ ହେଲେ, ସେମାନେ ବୁଲିପଡ଼ିଲେ ଓ ସମାଗମ-ତମ୍ବୁକୁ ଦେଖିଲେ ଯେ, ତାହା ମେଘରେ ଆଚ୍ଛାଦିତ ହୋଇଥିଲା ଏବଂ ସଦାପ୍ରଭୁଙ୍କର ମହିମା ଦେଖାଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।