Numbers 16:45 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଏହି ମଣ୍ତଳୀ ମଧ୍ଯରୁ ଉଠିୟାଅ, ଆମ୍ଭେ ଏକା ନିମିଷ ରେ ସମାନଙ୍କେୁ ସଂହାର କରିବା। ଏଥି ରେ ମାଶାେ ଓ ହାରୋଣ ମୁହଁ ମାଡି ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହି ମଣ୍ତଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଏହି ମଣ୍ତଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।” ଏଥିରେ ମୋଶା ଓ ହାରୋଣ ମୁହଁ ମାଡ଼ି ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁ ମାଡ଼ି ପଡ଼ିଲେ।”
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ।”