Numbers 16:46 — Compare Translations
5 translations compared side by side
Odia - 1840
"ତା'ପରେ ମାଶାେ ହାରୋଣଙ୍କୁ କହିଲେ, ତୁମ୍ଭେ ପିତ୍ତଳର ଅଙ୍ଗାରଧାନୀ ନଇେ ତହିଁ ମଧିଅରେ ୟଜ୍ଞବଦେୀରୁ ଅଗ୍ନି ଦିଅ। ଏଥି ରେ ଧୂପ ଦଇେ ଶୀଘ୍ର ମଣ୍ତଳୀ ନିକଟକୁ ୟାଇ ସମାନଙ୍କେ ନିମନ୍ତେ ପ୍ରାଯଶ୍ଚିତ କର। କାରଣ ସଦାପ୍ରଭୁ ଅତି କୋରଧିତ ହାଇେଛନ୍ତି, ମହାମରୀ ବ୍ଯାପି ଗଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ତଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ପିତ୍ତଳର ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ। ଏଥିରେ ଧୂପ ଦେଇ ଶୀଘ୍ର ମଣ୍ତଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ କର। କାରଣ ସଦାପ୍ରଭୁ ଅତି କ୍ରୋଧିତ ହୋଇଛନ୍ତି, ମହାମାରୀ ବ୍ୟାପି ଗଲାଣି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”
Odia IRV 2017 (ଓଡିଆ ବାଇବେଲ)