Numbers 16:48 — Compare Translations

5 translations compared side by side

Odia - 1840
"ହାରୋଣ ମୃତ ଓ ଜୀବିତ ଲୋକମାନଙ୍କ ମଧିଅରେ ଠିଆ ହେଲେ। ତା'ପରେ ମହାମାରୀ ନିବୃତ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ; ତହିଁରେ ମହାମାରୀ ନିବୃତ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ। ତା’ପରେ ମହାମାରୀ ନିବୃତ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ ତହିଁରେ ମହାମାରୀ ନିବୃତ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ ତହିଁରେ ମହାମାରୀ ନିବୃତ୍ତ ହେଲା।