Numbers 16:49 — Compare Translations
5 translations compared side by side
Odia - 1840
"କୋରହର କଥା ହତେୁ ମରିଥିବା ଲୋକଙ୍କୁ ଛାଡ 14,700 ଲୋକ ଏହି ମହାମାରୀ ରେ ମଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ କୋରହର କଥା ହେତୁରୁ ମରିଥିଲେ, ସେମାନଙ୍କ ଛଡ଼ା ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
କୋରହର କଥା ହେତୁ ମରିଥିବା ଲୋକଙ୍କୁ ଛାଡ଼ି 14,700 ଲୋକ ଏହି ମହାମାରୀରେ ମଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।