Numbers 16:5 — Compare Translations
5 translations compared side by side
Odia - 1840
"ତା'ପରେ ମାଶାେ କୋରହକୁ ଓ ତାଙ୍କର ସମସ୍ତ ଅନୁଗାମୀମାନଙ୍କୁ କହିଲେ, ସଦାପ୍ରଭୁ କାଲି ଦଖାଇବେେ, ୟିଏ ପ୍ରକୃତ ରେ ତାଙ୍କ ଲୋକ ଓ ୟିଏ ପ୍ରକୃତ ରେ ପବିତ୍ର। ଆଉ ସେ ତାକୁ ନିଜ ପାଖକୁ ଆଣିବେ, ଯାହାକୁ ସେ ପସନ୍ଦ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି ସେ ତାହାକୁ ଆପଣା ନିକଟକୁ ଅଣାଇବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଅଣାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା କୋରହକୁ ଓ ତାଙ୍କର ସମସ୍ତ ଅନୁଗାମୀମାନଙ୍କୁ କହିଲେ, “ସଦାପ୍ରଭୁ କାଲି ଦେଖାଇବେ, କିଏ ପ୍ରକୃତରେ ତାଙ୍କ ଲୋକ ଓ କିଏ ପ୍ରକୃତରେ ପବିତ୍ର। ଆଉ ସେ ତାକୁ ନିଜ ପାଖକୁ ଆଣିବେ, ଯାହାକୁ ସେ ପସନ୍ଦ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।