Numbers 16:50 — Compare Translations
5 translations compared side by side
Odia - 1840
"ତହୁଁ ମହାମାରୀ ନିବୃତ୍ତ ହବୋରୁ ହାରୋଣ ସମାଗମ ତମ୍ବୁ ଦ୍ବାର ରେ ମାଶାଙ୍କେ ନିକଟକୁ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ଵୁ ଦ୍ଵାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମହାମାରୀ ନିବୃତ୍ତ ହେବାରୁ ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।