Numbers 16:6 — Compare Translations
5 translations compared side by side
Odia - 1840
"ହେ କୋରହ, ତୁମ୍ଭେ ଓ ତୁମ୍ଭର ଅନୁଗାମି ମାନେ ଏହା କରିବା ଉଚିତ। ବିଶଷେ ଅଙ୍ଗାରଧାନୀ ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଏହା କର; ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;
Odia Bible ERV 2004 (ପବିତ୍ର ବାଇବଲ)
ହେ କୋରହ, ତୁମ୍ଭେ ଓ ତୁମ୍ଭର ଅନୁଗାମୀମାନେ ଏହା କରିବା ଉଚିତ୍। ବିଶେଷ ଅଙ୍ଗାରଧାନୀ ନିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଏହା କର, ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;
Odia IRV 2017 (ଓଡିଆ ବାଇବେଲ)
ତେବେ ଏହା କର, ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;