Numbers 16:7 — Compare Translations

5 translations compared side by side

Odia - 1840
"କାଲି ତହିଁରେ ଅଗ୍ନି ଦିଅ। ସଦାପ୍ରଭୁଙ୍କ ସମ୍ମୁଖ ରେ ତହିଁ ଉପରେ ଧୂପ ଥୁଅ। ତହିଁରେ ସଦାପ୍ରଭୁ ଯେଉଁ ବ୍ଯକ୍ତିଟି ମନୋନୀତ କରିବେ ସହେି ପବିତ୍ର ହବେ। ହେ ଲବେୀର ପୁତ୍ରମାନେ ତୁମ୍ଭମାନେେ ବହୁ ଦୂରକୁ ଚାଲି ୟାଇଛ, ତୁମ୍ଭମାନେେ ଭ୍ରାନ୍ତିପୂର୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକି ମନୋନୀତ କରିବେ, ସେହି ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି ।
Odia Bible ERV 2004 (ପବିତ୍ର ବାଇବଲ)
କାଲି ତହିଁରେ ଅଗ୍ନି ଦିଅ। ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ। ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ ସେ ହିଁ ପବିତ୍ର ହେବ। ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ବହୁ ଦୂରକୁ ଗ୍ଭଲି ଯାଇଛ, ତୁମ୍ଭେମାନେ ଭ୍ରାନ୍ତିପୂର୍ଣ୍ଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।”