Numbers 16:9 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ପରମେଶ୍ବର ତୁମ୍ଭମାନଙ୍କୁ ଇଶ୍ରାୟେଲ ମଣ୍ତଳୀରୁ ପୃଥକ କରି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିମନ୍ତେ ନିଯୋଜିତ କରିଛନ୍ତି ଓ ତୁମ୍ଭମାନଙ୍କ ମଣ୍ତଳୀ ସମ୍ମୁଖ ରେ ଠିଆ ହାଇେ ସବୋ କରିବାପାଇଁ ଆପଣା ନିକଟବର୍ତ୍ତୀ କରିଛନ୍ତି। ଏହା ତୁମ୍ଭମାନଙ୍କ ପାଇଁ ୟଥେଷ୍ଟ ନୁହଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲଙ୍କର ପରମେଶ୍ଵର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ତଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କୁ ଇସ୍ରାଏଲ ମଣ୍ତଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିମନ୍ତେ ନିୟୋଜିତ କରିଛନ୍ତି ଓ ତୁମ୍ଭମାନଙ୍କ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ପାଇଁ ଆପଣା ନିକଟବର୍ତ୍ତୀ କରିଛନ୍ତି। ଏହା ତୁମ୍ଭମାନଙ୍କ ପାଇଁ ଯଥେଷ୍ଟ ନୁହଁ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି,