Numbers 17:12 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲର ଲୋକମାନେ ମାଶାଙ୍କେୁ କହିଲେ, ଆମ୍ଭେ ଜାଣୁ ଆମ୍ଭମାନେେ ମରିବୁ। ଆମ୍ଭମାନେେ ବିନଷ୍ଟ ହାଇେଅଛୁ, ଆମ୍ଭମାନେେ ବିନଷ୍ଟ ହବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ କହିଲେ, ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲର ଲୋକମାନେ ମୋଶାଙ୍କୁ କହିଲେ, “ଆମ୍ଭେ ଜାଣୁ ଆମ୍ଭେମାନେ ମରିବୁ। ଆମ୍ଭେମାନେ ବିନଷ୍ଟ ହୋଇଅଛୁ, ଆମ୍ଭେମାନେ ବିନଷ୍ଟ ହେବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ।