Numbers 17:13 — Compare Translations
5 translations compared side by side
Odia - 1840
"ଯେ କହେି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିକଟକୁ ଆସୁଛି, ସେ ମରୁଅଛି, ଏହା କ'ଣ ସତ୍ଯ ଆମ୍ଭେ ସମସ୍ତେ ପ୍ରାଣ ଛାଡି ବିନଷ୍ଟ ହବୋ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବାଣ?
Odia Bible ERV 2004 (ପବିତ୍ର ବାଇବଲ)
ଯେକେହି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିକଟକୁ ଆସୁଛି, ସେ ମରୁଅଛି, ଏହା କ’ଣ ସତ୍ୟ ଆମ୍ଭେ ସମସ୍ତେ ପ୍ରାଣ ଛାଡ଼ି ବିନଷ୍ଟ ହେବା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା?”
Odia IRV 2017 (ଓଡିଆ ବାଇବେଲ)
ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା?”