Numbers 17:2 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନଙ୍କୁ କୁହ, ପ୍ରେତ୍ୟକକ ପରିବାର ପାଇଁ ସମାନଙ୍କେ ପରିବାରବର୍ଗର ନତେୃବର୍ଗଙ୍କଠାରୁ ଗୋଟିଏ ଗୋଟିଏ ଆଶାବାଡି ନିଅନ୍ତୁ। ସହେି ଆଶାବାଡି ଉପରେ ସହେି ବ୍ଯକ୍ତିର ନାମ ଲେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ଲୋକମାନଙ୍କୁ କୁହ, ପ୍ରତ୍ୟେକ ପରିବାର ପାଇଁ ସେମାନଙ୍କ ପରିବାରବର୍ଗର ନେତୃବର୍ଗଙ୍କଠାରୁ ଗୋଟିଏ ଗୋଟିଏ ଆଶାବାଡ଼ି ନିଅନ୍ତୁ। ସେହି ଆଶାବାଡ଼ି ଉପରେ ସେହି ବ୍ୟକ୍ତିର ନାମ ଲେଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ।