Numbers 17:3 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭେ ଲବେୀର ଆଶାବାଡି ରେ ହାରୋଣର ନାମ ଲେଖିବ। କାରଣ ସମାନଙ୍କେ ପ୍ରେତ୍ୟକକ ପିତୃଗୃହର ଅଧ୍ଯକ୍ଷ ନିମନ୍ତେ ଏକ ଆଶାବାଡି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେ ଲେବୀର ଆଶାବାଡ଼ିରେ ହାରୋଣର ନାମ ଲେଖିବ। କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଆଶାବାଡ଼ି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।