Numbers 17:4 — Compare Translations

5 translations compared side by side

Odia - 1840
"ସମାଗମ ତମ୍ବୁର ପବିତ୍ର ସିନ୍ଦୁକ ସମ୍ମୁ ରେ ଏହିସବୁ ଆଶାବାଡି ସହେିଠା ରେ ରଖ । ଯେଉଁ ସ୍ଥାନ ରେ ମୁଁ ତୁମ୍ଭ ସହିତ ଦଖାେ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସମାଗମ-ତମ୍ଵୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେସବୁ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ସମାଗମ-ତମ୍ବୁର ପବିତ୍ର ସିନ୍ଦୁକ ସମ୍ମୁଖରେ ଏହିସବୁ ଆଶାବାଡ଼ି ସେହିଠାରେ ରଖ, ଯେଉଁ ସ୍ଥାନରେ ମୁଁ ତୁମ୍ଭ ସହିତ ଦେଖା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହି ସବୁ ରଖିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହିସବୁ ରଖିବ।